ଭୁବନେଶ୍ୱର(ଶାସକ ପ୍ରଶାସକ) :ମହାନ ଜନନାୟକ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମଦିବସ ରାଜ୍ୟ ଯୁବ କଲ୍ୟାଣ ପରିଷଦ ଦ୍ୱାରା ପାଳିତ ହୋଇଯାଇଛିା ଏହି ଉପଲକ୍ଷେ ୟୁନିଟ୍-୩ ସ୍ଥିତ ବିଜୁ ପଟ୍ଟନାୟକ ଯୁବ କଲ୍ୟାଣ ଭବନରେ ଆୟୋଜିତ ଉତ୍ସବରେ ରାଜ୍ୟ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଏବଂ ରାଜ୍ୟ ଯୁବ କଲ୍ୟାଣ ପରିଷଦର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଶ୍ରୀ ବିଜୟ କୁମାର ନାୟକ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରିବା ସହିତ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିକୃତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲୋ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ତଥା ରାଜ୍ୟ ଯୁବକଲ୍ୟାଣ ପରିଷଦର ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ପ୍ରବାଦପୁରୁଷଙ୍କ ସ୍ମୃତିଚାରଣ କରିଥିଲୋ
Sign in
Sign in
Recover your password.
A password will be e-mailed to you.
Prev Post