ଭୁବନେଶ୍ୱର ( ଶାସକ ପ୍ରଶାସକ) : ଆଜି ସକାଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବ୍ୟକ୍ତିଗତ ଭାବେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି । ବିଧାନସଭା ନିର୍ବାଚନରେ ତାଙ୍କ ଦଳର ଆଶାତୀତ ବିଜୟ ପାଇଁ ଓଡିଶା ମୁଖ୍ୟମନ୍ତ୍ରୀ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି | ସୂଚନାଯୋଗ୍ୟ ଯେ ନିକଟରେ ଅନୁଷ୍ଠିତ ହୋଇଥିବା ବିଧାନସଭା ନିର୍ବାଚନରେ ମମତାଙ୍କ ଦଳ ଲଗାତାର ତୃତୀୟ ଥର ପାଇଁ ସଂଖ୍ୟା ଗରିଷ୍ଠତା ହାସଲ କରି ପୁଣି ଠାରେ ସରକାର ଗଠନ କରିବାକୁ ଯାଉଛି |
Sign in
Sign in
Recover your password.
A password will be e-mailed to you.
Next Post