ଉଦୟନାଥ ଫର୍ଣ୍ଣିଚରର ୧୮ତମ ଲକି ଡ୍ର ଉଠାଣ

0 1

ପଦ୍ମପୁର :- ପଦ୍ମପୁର ସହର କପସିଲା ରୋଡ଼ସ୍ଥିତ ଉଦୟନାଥ ଫର୍ଣ୍ଣିଚର ତରଫରୁ ଆରମ୍ଭ ହୋଇଥିବା ମାସିକ କିସ୍ତି ଯୋଜନାର ୧୮ତମ ଲକି ଡ୍ର’ ଉଠାଣ  ଅନୁଷ୍ଠିତ ହୋଇଯାଇଛି । ଏହି ଉଠାଣର ବିଜେତା ହେଉଛନ୍ତି ନୂଆପଡ଼ା ନିବାସୀ ଶମ୍ଭୁରାମ ସାହୁ ।ଏହି ଉଠାଣ କାର୍ଯ୍ୟକ୍ରମରେ ରୋହିତ କୁମାର ପଟ୍ଟନାୟକ, ତୁଳାରାମ ସେଠ୍ ଓ ତୁଳାରାମ ବଢ଼ାଇ ଉପସ୍ଥିତ ଥିଲେ ।

Leave A Reply

Your email address will not be published.