ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଜବାହରଲାଲ ନେହେରୁଙ୍କ ମହାପ୍ରୟାଣ ଦିବସ ପାଳିତ

0 2

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ଠାରେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଜବାହରଲାଲ ନେହେରୁଙ୍କ ମହାପ୍ରୟାଣ ଦିବସ ପାଳିତ ହୋଇଯାଇଛି। ବର୍ତ୍ତମାନ କୋରନା ମହାମାରୀର ଉଗ୍ର ରୂପ ନେଇଥିଲା ସମୟରେ ସରକାରଙ୍କ ନିର୍ଦ୍ଦେଶନାମା ଅନୁଯାୟୀ କୋଭିଡ୍ ନିୟମ ଅନୁସାରେ ଆଜି କଂଗ୍ରେସ କାର୍ଯ୍ୟାଳୟରେ ଜବାହରଲାଲ ନେହେରୁଙ୍କ ଫୋଟଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ଏବଂ ନିରାଡମ୍ବର ଭାବେ ବସନ୍ତ ପଣ୍ଡା ଏହି କାର୍ଯ୍ୟକ୍ରମକୁ ସଂପାଦନ କରିଥିଲେ ।

Leave A Reply

Your email address will not be published.