ରାଜନଗର/ କେନ୍ଦ୍ରାପଡା : ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଆଜି କେନ୍ଦ୍ରାପଡା ଜିଲ୍ଲାର ବାତ୍ୟା ପ୍ରଭାବିତ ରାଜନଗର ଓ ରାଜକନିକା ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି | ସ୍ଥାନୀୟ ଲୋକ ଓ ବିପନ୍ନଙ୍କ ସହ ସାକ୍ଷାତ କରି ବାତ୍ୟା ପରବର୍ତ୍ତୀ ସ୍ଥିତି ବୁଝିଛନ୍ତି | ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିବା ସଙ୍ଗେ ସଙ୍ଗେ ସେମାନଙ୍କର ଥଇଥାନ ଉପରେ ଗୁରୁତ୍ୱ ଆରୋପ କରିଛନ୍ତି।
Sign in
Sign in
Recover your password.
A password will be e-mailed to you.