ପାରଳାଖେମୁଣ୍ଡି ପୌରାଞ୍ଚଳରେ ୧୮ ରୁ ୪୪ ବର୍ଷ ବ୍ୟକ୍ତିଙ୍କ ପାଇଁ ତିନିଦିନିଆ  ଟୀକାକରଣ

0 2

ପାରଳାଖେମୁଣ୍ଡି : ପାରଳାଖେମୁଣ୍ଡି ପୌରାଞ୍ଚଳରେ ଚଳିତ ମାସ ୭ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ୮ଟି କେନ୍ଦ୍ରରେ ୧୮ ରୁ ୪୪ ବର୍ଷ ବ୍ୟକ୍ତିଙ୍କୁ କୋଭିଡ୍ ଟୀକାକରଣ କରାଯିବ |  ଏ ବିଷୟରେ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ ଜିଲ୍ଲାପାଳ ଶ୍ରୀ ଅନୁପମ ସାହା | 

Leave A Reply

Your email address will not be published.