ବରଗଡ :- ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଚିକିତ୍ସାଲୟ କୁ ପଶ୍ଚିମ ଓଡିଶା ବିକାଶ ପରିଷଦ ତରଫରୁ ଏକ ଅତ୍ୟାଧୁନିକ ଅମ୍ଭୁଲାନ୍ସ ଯୋଗାଇ ଦିଆଯାଇଛି । ରାଜ୍ୟ ସରକାର ଙ୍କର ମାନ୍ୟବର ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ ଙ୍କର ଅନୁରୋଧ କ୍ରମେ ଏହି ଅମ୍ଭୁଲାନ୍ସ ଯୋଗେଇ ଦିଆ ଯାଇଥିବା ପଶ୍ଚିମ ଓଡିଶା ବିକାଶ ପରିଷଦ ର ଅଧ୍ୟକ୍ଷ ଶ୍ରୀ ଅସିତ ତ୍ରିପାଠୀ ଟ୍ୱିଟ କରି ସୂଚନା ପ୍ରଦାନ କରିଛନ୍ତି ।
Sign in
Sign in
Recover your password.
A password will be e-mailed to you.