ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ନିଲମ୍ବିତ On Aug 1, 2021 4 Share ଭୁବନେଶ୍ୱର : ଦଳବିରୋଧୀ କାର୍ଯ୍ୟ ପାଇଁ କୋରାପୁଟ ନିର୍ବାଚନ ମଣ୍ଡଳୀ ଲମତାପୁଟ ବ୍ଲକର ରଘୁରାମ ମଛଙ୍କୁ ବିଜୁ ଜନତା ଦଳରୁ ନିଲମ୍ବିତ କରାଯାଇଛି ବୋଲି ବିଜେଡି ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ଶ୍ରୀ ମାନସ ରଞ୍ଜନ ମଙ୍ଗରାଜ ସୂଚନା ଦେଇଛନ୍ତି । 4 Share FacebookTwitterGoogle+ReddItWhatsAppPinterestEmail