ଜ୍ଞାନଦେଵ ବେଉରା ହେଲେ ରାଜ୍ୟ କଂଗ୍ରେସ ଓବିସି ବିଭାଗ ଅଧକ୍ଷ

0

ଭୁବନେଶ୍ୱର(ଶାସକ ପ୍ରଶାସକ) କଂଗ୍ରେସର ବରିଷ୍ଠ ନେତା ତଥା ରାଜ୍ୟ କଂଗ୍ରେସ ମୁଖପାତ୍ର ଶ୍ରୀ ଜ୍ଞାନଦେଵ ବେଉରାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ ଓବିସି ବିଭାଗର ଅଧକ୍ଷ ଭାବେ ଅଖିଳ ଭାରତ କଂଗ୍ରେସ କମିଟି ପକ୍ଷରୁ ନିଯୁକ୍ତି ପ୍ରଦାନ କରାଯାଇଛି | ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ନିରଞ୍ଜନ ପଟ୍ଟନାୟକ ସୁପାରିଶକୁ ଆଧାର କରି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଆଂଧୀ କରି ଆଜି ଶ୍ରୀ ବେଉରାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ ଓବିସି ବିଭାଗର ଅଧକ୍ଷ ଭାବେ ଭାବେ ନିଯୁକ୍ତି ଦେଇଥିବା ଏଆଇସିସି ସାଧାରଣ ସମ୍ପାଦକ ଶ୍ରୀ ଭେନୁଗୋପାଳ ଏକ ପ୍ରେସ୍ ବିଜ୍ଞପ୍ତି ଜରିଆରେ ଜଣାଇଛନ୍ତି।

Leave A Reply

Your email address will not be published.