ପଦ୍ମପୁର(ଶାସକପ୍ରଶାସକ)-ଓଡିଶା ପ୍ରସିଦ୍ଧ ତୀର୍ଥକ୍ଷେତ୍ର ବରଗଡ ଜିଲ୍ଲା ଶ୍ରୀ ଶ୍ରୀ ନୃସିଂହନାଥ ମହାପ୍ରଭୁଙ୍କ ନୁଆଁଖାଇ ଲଗ୍ନ ଧାର୍ଯ୍ୟ ହୋଇଯାଇଛି । ମନ୍ଦିରର କୂଳ ପୁରୋହିତ ସୁନୀଲ କୁମାର ପୁରୋହିତଙ୍କ ଦ୍ୱାରା ଲଗ୍ନ ସ୍ଥିର ହୋଇଥିବା ବେଳେ ଆସନ୍ତା ୧୧/ ୯/ ୨୧ ରିଖ ଶନିବାର ଦିନ ଅମୃତ ବେଳା ୧୧.୩୦. ମିନିଟ ଠାରୁ ୧୧.୪୫ ମିନିଟ ମଧ୍ୟରେ ଶ୍ରୀ ଶ୍ରୀ ନୃସିଂହନାଥ ମହାପ୍ରଭୁ ଓ ପାର୍ଶ୍ୱ ଦେବାଦେବୀଙ୍କ ଠାରେ ନବାନ୍ନ ଲାଗିହେବ ବୋଲି ମନ୍ଦିର କାର୍ଯ୍ୟନିର୍ବାହ ଅଧିକାରୀ ପୁରୁଷୋତ୍ତମ ପ୍ରଧାନ ଜଣାଇଛନ୍ତି ।
Sign in
Sign in
Recover your password.
A password will be e-mailed to you.