ଭୁପେନ୍ଦ୍ର ପଟେଲ ଗୁଜୁରାଟର ନୂଆ ମୁଖ୍ୟମନ୍ତ୍ରୀ !

0

ଗାନ୍ଧିନଗର : ଗୁଜୁରାଟର ବରିଷ୍ଠ ବିଜେପି ନେତା ଭୁପେନ୍ଦ୍ର ପଟେଲ ଗୁଜୁରାଟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବେ | ବିଜେପି ବିଧାୟକ ଦଳର ସେ ନେତା ଭାବେ ନିର୍ବାଚିତ ହୋଇଛନ୍ତି | ଘାଟଲୋଡିଆ ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିବା ଶ୍ରୀ ପଟେଲ  ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ  ଆନନ୍ଦିବେନ ପଟେଲଙ୍କ  ଘନିଷ୍ଠ ସହଯୋଗୀ ଭାବେ ଜଣାଶୁଣା | 

Leave A Reply

Your email address will not be published.