ଭୁବନେଶ୍ୱର (ଶାସକ ପ୍ରଶାସକ) : ଆଜିଠାରୁ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ଛୁଟିରେ ଯାଇଛନ୍ତି | ତାଙ୍କ କୃଷି ଉତ୍ପାଦନ କମିଶନର ରାଜକୁମାର ଶର୍ମାଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି | ଶ୍ରୀ ମହାପାତ୍ର ବ୍ୟକ୍ତିଗତ କାରଣରୁ ଅକ୍ଟୋବର ୧୧ ତାରିଖ ପର୍ଯ୍ୟନ୍ତ ଛୁଟିରେ ଯାଇଥିବା ବେଳେ ଅକ୍ଟୋବର ୧୨ରୁ ୧୫ ତାରିଖ ପର୍ଯ୍ୟନ୍ତ ସରକାରୀ ଛୁଟି ରହିଛି |
Sign in
Sign in
Recover your password.
A password will be e-mailed to you.
Prev Post