ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ କରାଯିବ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ

0 2

ଭୁବନେଶ୍ୱର : ବିଶିଷ୍ଟ ସମାଜସେବୀ ତଥା ଯଶସ୍ବୀ ସାରସ୍ଵତ ସାଧିକା ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ପୁରୀ ସ୍ବର୍ଗଦ୍ଵାର ଠାରେ ସ୍ବର୍ଗତା ମହାପାତ୍ରଙ୍କ ଶେଷକୃତ୍ୟ ଆଜି ଅପରାହ୍ନ ରେ କରାଯିବ ବୋଲି ଜଣାଯାଇଛି । ଗତକାଲି ସନ୍ଧ୍ୟାରେ କଟକରେ ତାଙ୍କର ଦେହାନ୍ତ ହୋଇଥିଲା ।

Leave A Reply

Your email address will not be published.