କୁଚିଣ୍ଡା- ଉପଖଣ୍ଡ ପ୍ରତିନିଧି(ଅଜୟ କୁମାର ବାଘ) : ପବିତ୍ର ଗାନ୍ଧୀ ଜୟନ୍ତୀ ଉପଲକ୍ଷେ କୁଚିଣ୍ଡା କଳାପରିଷଧସ୍ଥିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯାଇଥିଲାl ସମାଜସେବୀ ପ୍ରକାଶ ଚନ୍ଦ୍ର ଶର୍ମା ଓ ଅନ୍ୟ ସମାଜସେବୀ ବୃନ୍ଦ ମାଲ୍ୟାର୍ପଣ କରି ଗାନ୍ଧୀଙ୍କ ଉଦ୍ଦେଶ୍ୟରେ ନିରବ ପ୍ରାଥନା ସହ ସୃତିଚାରଣ କରିଥିଲେ
Sign in
Sign in
Recover your password.
A password will be e-mailed to you.
Prev Post