ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ସମସ୍ତ ବିଦ୍ୟାଳୟରେ ଚଳିତ ଅକ୍ଟୋବର ମାସ ୨୧ ତାରିଖରୁ ଏକାଦଶ ଶ୍ରେଣୀ ପାଇଁ ଅଫଲାଇନ ଶିକ୍ଷାଦାନ କାର୍ଯ୍ୟକ୍ରମ ଆରମ୍ଭ ହେବା ସେହିପରି ଅକ୍ଟୋବର ମାସ ୨୫ ତାରିଖରୁ ରାଜ୍ୟର ସମସ୍ତ ବିଦ୍ୟାଳୟରେ ଅଷ୍ଟମ ଶ୍ରେଣୀର ଅଫଲାଇନ ଶିକ୍ଷାଦାନ ଆରମ୍ଭ ହେବା
ଏକାଦଶ ଶ୍ରେଣୀର ପିଲାମାନଙ୍କ ପାଇଁ ବିଦ୍ୟାଳୟରେ ସକାଳ ୧୦ଟାରୁ ମଧ୍ୟାହ୍ନ ୧.୩୦ ପର୍ଯ୍ୟନ୍ତ ଶିକ୍ଷାଦାନ କରାଯିବାବେଳେ ଅଷ୍ଟମ ଶ୍ରେଣୀର ପିଲାମାନେ ସକାଳ ୯ଟାରୁ ମଧ୍ୟାହ୍ନ ୧୨.୩୦ ଘଟିକା ପର୍ଯ୍ୟନ୍ତ ବିଦ୍ୟାଳୟରେ ପାଠ ପଢ଼ିବୋ ବିଦ୍ୟାଳୟଗୁଡ଼ିକୁ ପରିଷ୍କାରପରିଚ୍ଛନ୍ନ ରଖିବା ସହ ସରକାରଙ୍କ ଦ୍ୱାରା ସ୍ଥିର କରାଯାଇଥିବା କୋଭିଡ୍ ମାର୍ଗଦର୍ଶିକା ଅନୁଯାୟୀ ବିଦ୍ୟାଳୟରେ ଶିକ୍ଷାଦାନର ବ୍ୟବସ୍ଥା କରିବା ପାଇଁ ଜିଲ୍ଲା ଶିକ୍ଷାଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛିା
Sign in
Sign in
Recover your password.
A password will be e-mailed to you.
Next Post