ପଦ୍ମପୁର :- ପଦ୍ମପୁର ସହର କପସିଲା ରୋଡ଼ସ୍ଥିତ ଉଦୟନାଥ ଫର୍ଣ୍ଣିଚର ତରଫରୁ ଆରମ୍ଭ ହୋଇଥିବା ମାସିକ କିସ୍ତି ଯୋଜନାର ୫ମ ଲକି ଡ୍ର’ ଉଠାଣ ଆଜି ସଂଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉଠାଣର ବିଜେତା ହେଉଛନ୍ତି ବରଗଡ଼ର ରାଜେଶ କୁମାର ସାହୁ |ଏହି ଉଠାଣ କାର୍ଯ୍ୟକ୍ରମରେ ରୋହିତ କୁମାର ପଟ୍ଟନାୟକ, ରଶ୍ମିରଞ୍ଜନ ଖୁଟୁଲା, ହର୍ଷବଲ୍ଳଭ ଦେବତା , ନୂରଜ ୟାଦବ ଓ ତୁଳାରାମ ବଢ଼ାଇ ଉପସ୍ଥିତ ଥିଲେ ।
Sign in
Sign in
Recover your password.
A password will be e-mailed to you.