୪୦,୦୫୨ ଜଣ ଶିକ୍ଷକଙ୍କୁ ପଦୋନ୍ନତି ଦେଲେ ରାଜ୍ୟ ସରକାର

0

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମୋଟ ୪୦ ହଜାର ୫୨ ଜଣ ପ୍ରାଥମିକ ଶିକ୍ଷକଙ୍କୁ ପଦୋନ୍ନତି ପ୍ରଦାନ କରାଯାଇଛିା ସେଥି ମଧ୍ୟରୁ ଲେବୁଲ-୫ରେ ୧୭ ହଜାର ୨୨୯ ଜଣ ଶିକ୍ଷକ ପଦୋନ୍ନତି ପାଇଥିବାବେଳେ ଲେବୁଲ୍-୪ରେ ୨୨ ହଜାର ୧୬୮ ଏବଂ ଲେବୁଲ-୩ରେ ୬୫୫ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ପଦୋନ୍ନତି ପାଇଛନ୍ତିା ସବୁ ଶିକ୍ଷକ ମହଲ ରେ ପଦୋନ୍ନତି ନେଇ ଆନନ୍ଦ ପ୍ରକାଶ ପାଇଛି ଏବଂ ଶିକ୍ଷକଶିକ୍ଷୟିତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଛନ୍ତିା

Leave A Reply

Your email address will not be published.