୮୧୦୨ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକଙ୍କ ଚାକିରି ହେବ ନିୟମିତ

0

ଭୁବନେଶ୍ୱର : ଆଜି ନୂତନ ବର୍ଷ ଅବସରରେ ରାଜ୍ୟ ସରକାର ୮୧୦୨ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକମାନଙ୍କ ଚାକିରିକୁ ନିୟମିତ କରିବା ନିମନ୍ତେ ନିଷ୍ପତ୍ତି ଗ୍ରହଣ କରିଛନ୍ତିା ମୁଖ୍ୟମନ୍ତ୍ରୀ ସହୃଦୟତାର ସହ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନଙ୍କ ପଦୋନ୍ନତି ନିମନ୍ତେ ଉଦ୍ଦିଷ୍ଟ ସମୟସୀମାକୁ କୋହଳ କରିଥିବାରୁ ୪୦ ହଜାର ୫୨ ଜଣ ଶିକ୍ଷକଙ୍କୁ ପଦୋନ୍ନତି ଦିଆଯାଇ ପାରିଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ପ୍ରକାଶ କରିଛନ୍ତିା

Leave A Reply

Your email address will not be published.