ଶ୍ରୀରାମ ଚନ୍ଦ୍ର ପାଠାଗାର କୁ ରାଜ୍ୟ କାଜୁ ନିଗମ ଅଧ୍ୟକ୍ଷ ଦେଲେ ୫୦ ହଜାର ଟଙ୍କା

0

ଜଗତସିଂହପୁର/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକ୍ ଅନ୍ତର୍ଗତ ମାଛଗାଁ ଶ୍ରୀରାମ ଚନ୍ଦ୍ର ପାଠାଗାର କୁ ରାଜ୍ୟ କାଜୁ ନିଗମ ଅଧ୍ୟକ୍ଷ ଅମରେନ୍ଦ୍ର ଦାସଙ୍କ ତରଫରୁ ୫୦ ହଜାର ଟଙ୍କା ପ୍ରଦାନ କରାଯାଇଛି l ଜଳସମ୍ପଦ ମନ୍ତ୍ରୀ ଶ୍ରୀଯୁକ୍ତ ରଘୁନନ୍ଦନ ଦାସ ଏହି ଚେକ୍ ପ୍ରଦାନ କରିଛନ୍ତି l ଏହି ସମୟରେ ନିଗମ ଅଧ୍ୟକ୍ଷ ଅମରେନ୍ଦ୍ର ଦାସ ଉପସ୍ଥିତ ଥିଲେ l

Leave A Reply

Your email address will not be published.