ସୟଦ କାଜାମ ମଦାନୀ ବିଜେପି ରାଜ୍ୟ ସଂଖ୍ୟାଲଘୁ ମୋର୍ଚ୍ଚା ଉପସଭାପତି

0

ଭୂବନେଶ୍ୱର : ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ଅନୁମୋଦନ କ୍ରମେ ବିଜେପି ସଂଖ୍ୟାଲଘୁ ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ସିକନ୍ଦର ଅଲ୍ଲୀ ଆଜି ନବରଙ୍ଗପୁର ଜିଲ୍ଲା ଉମରକୋଟ ନିର୍ବାଚନ ମଣ୍ଡଳୀର ଟାଣୁଆ ସଂଖ୍ୟାଲଘୁ ନେତା ଶ୍ରୀ ସୟଦ କାଜାମ ମଦାନୀଙ୍କୁ ରାଜ୍ୟ ସଂଖ୍ୟାଲଘୁ ମୋର୍ଚ୍ଚା ରାଜ୍ୟ ଉପସଭାପତି ଭାବେ ନୂତନ ଦାୟୀତ୍ୱ ପ୍ରଦାନ କରିଛନ୍ତି ବୋଲି ଗଣମାଧ୍ୟମ ବିଭାଗ ମୁଖ୍ୟ ଶ୍ରୀ ଦିଲୀପ ମଲ୍ଲିକ ସୁଚନା ଦେଇଛନ୍ତି ।

Leave A Reply

Your email address will not be published.