ଭୁବନେଶ୍ୱର (ଶାସକ ପ୍ରଶାସକ)- ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଜି ନବୀନ ନିବାସ ଠାରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ଗଜପତି ମହାରାଜ ଶ୍ରୀ ଦିବ୍ୟସିଂହ ଦେବ | ସାକ୍ଷାତ ସମୟରେ ବିଭିନ୍ନ ପ୍ରସଙ୍ଗରେ ଦୁହିଁଙ୍କ ମଧ୍ୟରେ ଆଲୋଚନା ହୋଇଥିବା ଜଣାପଡିଛି |
Sign in
Sign in
Recover your password.
A password will be e-mailed to you.