ଭୂବନେଶ୍ୱର: ଜିଲ୍ଲା ସଭାପତିଙ୍କ ସୁପାରିଶ ଏବଂ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଶୃଙ୍ଖଳା ଭଙ୍ଗ କାରଣରୁ ପୁରୀ ଜିଲ୍ଲା ପରିଷଦ ଜୋନ ନଂ-୨୫ର ଶ୍ରୀ ମିହିର ମହାପାତ୍ରଙ୍କୁ ପାର୍ଟିରୁ ବହିଷ୍କାର କରାଗଲା ବୋଲି ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯାଇଛି ।
Sign in
Sign in
Recover your password.
A password will be e-mailed to you.