ଦଳ ବିରୋଧୀ କାର୍ଯ୍ୟ: ବିଜେଡିରୁ ନିଲମ୍ବିତ ହେଲେ ବ୍ଲକ ଅଧ୍ୟକ୍ଷ

0

ଭୁବନେଶ୍ୱର : ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ନିଲମ୍ବିତ ହୋଇଛନ୍ତି ବ୍ଲକ ଅଧ୍ୟକ୍ଷ | ବିଜେଡି ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ଆଦେଶ କ୍ରମେ ଅନୁଗୁଳ ଛେଣ୍ଡିପଦା ବ୍ଲକ ଚେୟାରମ୍ୟାନ ଅଶୋକ କୁମାର ପ୍ରଧାନଙ୍କୁ ଦଳରୁ ଦଳବିରୋଧୀ କାର୍ଯ୍ୟ ପାଇଁ ତତ୍କାଳ ପ୍ରଭାବରେ ଦଳରୁ ନିଲମ୍ବିତ କରାଯାଇଛି ବୋଲି ବିଜୁ ଜନତା ଦଳର ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ଶ୍ରୀ ମାନସ ରଞ୍ଜନ ମଙ୍ଗରାଜ ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି |

Leave A Reply

Your email address will not be published.