ପ୍ରଦେଶ କଂଗ୍ରେସ ଭିନ୍ନକ୍ଷମ ପ୍ରକୋଷ୍ଠର ଅଧ୍ୟକ୍ଷ ନିଯୁକ୍ତ

0

ଭୁବନେଶ୍ୱର – ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଓଡ଼ିଶା ପ୍ରଦେଶ କଂଗ୍ରେସ ଭିନ୍ନକ୍ଷମ ପ୍ରକୋଷ୍ଠର ଅଧ୍ୟକ୍ଷଭାବେ ଶ୍ରୀ ଜିତେନ୍ଦ୍ର ବିଶ୍ୱାଳଙ୍କୁ ନିଯୁକ୍ତି ଦେଇଛନ୍ତି । ଶ୍ରୀ ବିଶ୍ୱାଳ ଆଗାମୀ ଦିନରେ ରାଜ୍ୟରେ ଥିବା ଭିନ୍ନକ୍ଷମ ବନ୍ଧୁମାନଙ୍କୁ ସଂଗଠିତ କରି କଂଗ୍ରେସ ଦଳ ମାଧ୍ୟମରେ ସେମାନଙ୍କର ବିଭିନ୍ନ ସମସ୍ୟାକୁ ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଶ୍ରୀ ପଟ୍ଟନାୟକ ଆଶା ପ୍ରକାଶ କରିଛନ୍ତି ବୋଲି ପିିସିସି ଉପସଭାପତି ଶ୍ରୀ ଯଜେ୍ଞଶ୍ୱର ବାବୁ ଏକ ପ୍ରେସ ବିଜ୍ଞପ୍ତିରେ କହିଛନ୍ତି ।

Leave A Reply

Your email address will not be published.