ଦଳ ବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବିତ ହେଲେ ସାଧାରଣ ସମ୍ପାଦକ

0

ଭୁବନେଶ୍ୱର : ଦଳ ବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବିତ ହୋଇଛନ୍ତି ବିଜେଡି ନେତା ତଥା ସାଧାରଣ ସମ୍ପାଦକ( ସୁନ୍ଦରଗଡ) ଅଶୋକ ସାଏ | ବିଜୁ ଜନତାଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଶ୍ରୀ ସାଏଙ୍କୁ ଦଳରୁ ନିଲମ୍ବିତ ଯାଇଥିବା ଦଳର ସାଧାରଣ ସମ୍ପାଦକ ଶ୍ରୀ ମାନସ ରଞ୍ଜନ ମଙ୍ଗରାଜ ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି |

Leave A Reply

Your email address will not be published.