ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ: ନବୀନଙ୍କ ସହ କଥା ହେଲେ ନୀତିଶ 

0

07-08-18-navin.jpg - 46.83 kB

ଜେଡିୟୁ ପ୍ରାର୍ଥୀଙ୍କ ପାଇଁ ସମର୍ଥନ ମାଗିଲେ,ନବୀନ ଦେବେ !

ଭୁବନେଶ୍ୱର: ବିଜୁ ଜନତା ଦଳ ସଭାପତି ତଥା  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କୁ ଜନତା ଦଳ (ୟୁ)ର ସଭାପତି ତଥା ବିହାର  ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଫୋନ୍‍ ଯୋଗେ କଥା ହୋଇ ଜେଡିୟୁର ପ୍ରାର୍ଥୀ  ହରିବଂଶ ନାରାୟଣ ସିଂହଙ୍କୁ ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନରେ ସମର୍ଥନ କରିବା ପାଇଁ ନିବେଦନ କରିଛନ୍ତି । ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ସଂପର୍କରେ ବିଜୁ ଜନତା ଦଳର ସଭାପତି ଶ୍ରୀ ପଟ୍ଟନାୟକ ଆସନ୍ତାକାଲି ଏ ସଂପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ନେବେ ବୋଲି ଦଳର ମୁଖପାତ୍ର ଡ. ସସ୍ମିତ ପାତ୍ର କହିଛନ୍ତି ।

 

Leave A Reply

Your email address will not be published.