ପୁଣି ନିରଞ୍ଜନ ଅସୁସ୍ଥ : ଆପୋଲୋରେ ଭର୍ତ୍ତି

0

ଭୁବନେଶ୍ୱର : ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି ପ୍ରଦେଶ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକ | ଅସୁସ୍ଥତା ଅନୁଭବ କରିବାରୁ ପିସିସି ସଭାପତି ଶ୍ରୀ ପଟ୍ଟନାୟକ ଭୁବନେଶ୍ୱର ସ୍ଥିତ ଆପୋଲୋ ହସ୍ପିଟାଲ ରେ ଭର୍ତ୍ତି ହୋଇଛନ୍ତି | ଏ ବିଷୟ ପିସିସି ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର ଗଣମାଧ୍ୟମ କୁ ସୂଚନା ପ୍ରଦାନ କରିଛନ୍ତି।

Leave A Reply

Your email address will not be published.