ଦଳ ବିରୋଧି କାର୍ଯ୍ୟ ଅଭିଯୋଗରେ ନିଲମ୍ବିତ ହେଲେ ବିଜେଡି ଉପସଭାପତି

0

ଭୁବନେଶ୍ୱର : ଦଳ ବିରୋଧି କାର୍ଯ୍ୟ ଅଭିଯୋଗରେ ବିଜେଡିରୁ ନିଲମ୍ବିତ ହେଲେ କେନ୍ଦୁଝର ଜିଲ୍ଲା ବିଜେଡି ଉପସଭାପତି ରବୀନ୍ଦ୍ର କୁମାର ଦାସ । ବିଜୁ ଜନତା ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଶ୍ରୀ ଦାସଙ୍କୁ ଦଳରୁ ନିଲମ୍ବିତ କରାଯାଇଛି ବୋଲି ଦଳର ସାଧାରଣ ସମ୍ପାଦକ ( ଗଣମାଧ୍ୟମ ବ୍ୟାପାର) ଶ୍ରୀ ମାନସ ରଞ୍ଜନ ମଙ୍ଗରାଜ ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.