Recover your password.
A password will be e-mailed to you.
ରାଉରକେଲା/ ବସନ୍ତ କୁମାର ଜେନା: ପାଞ୍ଚ ରାଜ୍ୟର ନିର୍ବାଚନ କୁ ଥିଲା ଅପେକ୍ଷା। ତାପରେ ଦେଶବାସୀଙ୍କ ଉପରେ ପୁଣି ପଡ଼ିଛି ମହଙ୍ଗା ମାଡ଼ । ପେଟ୍ରୋଲ ଓ ଡିଜେଲ ଦାମ୍ ସହ ଘରୋଇ ସିଲିଣ୍ଡର ଦାମ୍ ବି ବଢ଼ିଛି । ୧୪.୨ କେଜି ଘରୋଇ ସିଲିଣ୍ଡର ଦାମ୍ ମଙ୍ଗଳବାର ସିଲିଣ୍ଡର ପିଛା ୫୦ ଟଙ୍କା ଳେଖାଏ ବଢ଼ିଛି । ଶେଷ ଥର ପାଇଁ ଗତ ଅକ୍ଟୋବର ୬ ତାରିଖରେ ଘରୋଇ ସିଲିଣ୍ଡର ଦାମ୍ ବଢ଼ିଥିଲା। ଏହାପରେ ଗତକାଲି ମଧ୍ୟ ରାତିରୁ ଏହି ନୂଆ ଦର ଲାଗୁ ହୋଇଛି।Recover your password.
A password will be e-mailed to you.