ବଲାଙ୍ଗୀର : ଶୁକ୍ରବାର ଅନୁଷ୍ଠିତ ଜିଲା ପରିଷଦ ଉପାଧ୍ୟକ୍ଷା ନିର୍ବାଚନରେ ମୁରିବାହାଲ ୨୭ ନମ୍ବର ଜିଲା ପରିଷଦ ଜୋନର ଜିଲା ପରିଷଦ ପ୍ରାର୍ଥିନୀ ମିଥିଳା ମାଝି ନିର୍ବାଚିତ ହୋଇଥିବା ଜଣାପଡିଛି । ଅତିରିକ୍ତ ଜିଲାପାଳ ଅନନ୍ତ ନାରାୟଣ ଲାଗୁରୀଙ୍କ ପରିଚାଳନା କ୍ରମେ ଅନୁଷ୍ଠିତ ଉପାଧ୍ୟକ୍ଷା ନିର୍ବାଚନରେ ଜିଲାର ସମସ୍ତ ୩୪ ଜୋନର ଜିଲା ପରିଷଦ ସଦସ୍ୟା-ସଦସ୍ୟ, ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.