
ଭୁବନେଶ୍ୱର : କେନ୍ଦୁଝର ଜିଲ୍ଲା ସଭାପତିଙ୍କ ସୁପାରିଶ ଏବଂ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ କେଉଁଝର ଜିଲ୍ଲା ଯୋଡା ନଗର ମଣ୍ଡଳର ଶ୍ରୀ ରଣଜିତ୍ ମହାକୁଡଙ୍କୁ ପାର୍ଟିର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରାଗଲା ବୋଲି ରାଜ୍ୟ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ।
Sign in
Sign in
Recover your password.
A password will be e-mailed to you.