ବ୍ରଜରାଜନଗର : ବିଜେଡିରୁ ପ୍ରାର୍ଥୀ ହେଲେ ଅଳକା ମହାନ୍ତି

0

ଭୁବନେଶ୍ୱର :ପୂର୍ବତନ ବିଧାୟକ ସ୍ବର୍ଗତ କିଶୋର ମହାନ୍ତିଙ୍କ ପତ୍ନୀ ଶ୍ରୀମତୀ ଅଳକା ମହାନ୍ତି ବ୍ରଜରାଜନଗର ଉପନିର୍ବାଚନ ପାଇଁ ଦଳୀୟ ପ୍ରାର୍ଥୀ ହୋଇଛନ୍ତି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଅନୁମୋଦନ କ୍ରମେ ଆଜି ଶ୍ରୀମତୀ ମହାନ୍ତିଙ୍କୁ ଦଳ ତରଫରୁ ପ୍ରାର୍ଥୀ କରାଯାଇଥିବା ବିଷୟ ବିଜେଡି ସାଧାରଣ ସମ୍ପାଦକ ( ଗଣମାଧ୍ୟମ ବ୍ୟାପାର) ଶ୍ରୀ ମାନସ ରଞ୍ଜନ ମଙ୍ଗରାଜ ସୂଚନା ଦେଇଛନ୍ତି । 

Leave A Reply

Your email address will not be published.