ଭୁବନେଶ୍ୱର:ବିଜେପିରୁ ନିଲମ୍ବିତ ହୋଇଛନ୍ତି ପୂର୍ବତନ ଜିଲ୍ଲା ସଭାପତି | ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ପୂର୍ବତନ ସୋନପୁର ଜିଲ୍ଲା ସଭାପତି ଶ୍ରୀ ବଳଦେବ ବେଦବାକ୍ଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ କରାଗଲା ବୋଲି ରାଜ୍ୟ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ।
Sign in
Sign in
Recover your password.
A password will be e-mailed to you.