ହିଲଟପ ବିଦ୍ୟାଳୟରେ ବିଶ୍ଵ ପରିବେଶ ଦିବସ ପାଳନ

0

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ମୋହନା ସ୍ଥିତ ହିଲଟପ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜାତୀୟ ସେବା ଯୋଜନା ବାଳିକା ବିଭାଗର ଯୋଜନା ଅଧିକାରୀ ଅଧ୍ୟାପକ ଅନୀଲ କୁମାର ତ୍ରିପାଠୀଙ୍କ ପରିଚାଳନାରେ ୪୦ ଜଣ ଶିକ୍ଷାର୍ଥୀଙ୍କୁ ନେଇ ବିଶ୍ଵ ପରିବେଶ ଦିବସ ପାଳିତ ହୋଇଯାଇଛି।
ପରିବେଶ ସୁରକ୍ଷାର ନାରା ଦେଇ ଶିକ୍ଷାର୍ଥୀନି ମାନେ ସହର ପରିକ୍ରମା କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଅଧ୍ୟକ୍ଷ ସୀମାଞ୍ଚଳ ସାହୁ , ସମସ୍ତ ଅଧ୍ୟାପକ ଓ କର୍ମଚାରୀ ଉପସ୍ଥିତ ଥିଲେ।

Leave A Reply

Your email address will not be published.