ଭୁବନେଶ୍ୱର – ଜାତୀୟ କଂଗ୍ରେସର ଅଧ୍ୟକ୍ଷା ଶ୍ରୀମତୀ ସୋନିଆ ଗାନ୍ଧୀଙ୍କ ଆଶୁ ଆରୋଗ୍ୟ କାମନା କରି ଭୁବନେଶ୍ୱର ଜିଲ୍ଳା କଂଗ୍ରେସ ତରଫରୁ ଆଜି ରାମ ମନ୍ଦିର ସାମନାରେ ୧୦୮ ଦ୍ୱୀପ ପ୍ରଜ୍ଜ୍ୱଳନ କରାଯାଇଥିଲା । ଏହି ସମୂହ ଦ୍ୱୀପଦାନ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପିସିସି ସଂପାଦକ ସୁବ୍ରତ ମହାପାତ୍ର, ଶ୍ରୀମତୀ ରଶ୍ମି ମହାପାତ୍ର, ଶ୍ରୀମତୀ ଚୈତାଳୀ ପଟ୍ଟନାୟକ, ରିନା ସାହୁ, ରଜନୀ ମହାନ୍ତି, ମିହିର ଆଚାର୍ଯ୍ୟ, ଜୟକୃଷ୍ଣ ସୁବୁଦ୍ଧି, ମଂଟୁ ମଲ୍ଲିକ, ଦେବୀପ୍ରସାଦ ବାହାଲିଆ, ଶତୃଘନ ବେହେରା, ମାନସ ସେଠୀ, ମୋହନ ଜେନା, ସ୍ପନ୍ଦନ ସ୍ୱାଇଁ ପ୍ରମୁଖ ଅଂଶଗ୍ରହଣ କରିଥିଲେ ।
Sign in
Sign in
Recover your password.
A password will be e-mailed to you.