ଭୁବନେଶ୍ବର : ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳର ନେତା ଭାବେ ସାଂସଦ ସସ୍ମିତ ପାତ୍ରଙ୍କୁ ନିଯୁକ୍ତି ଦିଆଯାଇଛି । ରାଜ୍ୟସଭା ସଂସଦୀୟ ଦଳ ନେତା ଭାବେ ନିଯୁକ୍ତ ହୋଇଛନ୍ତି ସସ୍ମିତ ପାତ୍ର । ସେହିପରି ରାଜ୍ୟସଭାରେ ବିଜେଡି ଚିଫ୍ ହୁଇପ ଭାବେ ସୁଲତା ଦେଓଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଯୁକ୍ତି ଦିଆଯାଇଥିବା ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏକ ପ୍ରେସ ବିଜ୍ଞପ୍ତିରେ ପ୍ରକାଶ କରିଛନ୍ତି |
Sign in
Sign in
Recover your password.
A password will be e-mailed to you.
Prev Post