ଭୁବନେଶ୍ୱର : “ବିଜୁ ଯୁବ ସଶକ୍ତିକରଣ ଯୋଜନା, ୨୦୨୧” ଅଧୀନରେ ଲାପଟପ କିଣିବା ନିମନ୍ତେ ଆର୍ଥିକ ସହାୟତା ପାଇବା ପାଇଁ ଆବେଦନର ଅବଧିକୁ ତା୦୫.୦୯.୨୦୨୨ରିଖକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବୃଦ୍ଧି କରାଯାଇଅଛି। ଏପର୍ଯ୍ୟନ୍ତ ଲାପଟପ ପାଇଁ ଆର୍ଥିକ ସହାୟତା ସକାଶେ ଆବେଦନ କରି ପାରିନଥିବା ଯୋଗ୍ୟ ଛାତ୍ରଛାତ୍ରୀମାନେ ଏହି ସମୟ ମଧ୍ୟରେ ଆବେଦନ କରିବାକୁ ଉଚ୍ଚଶିକ୍ଷା ବିଭାଗ ଅନୁରୋଧ କରିଛନ୍ତି ।
Sign in
Sign in
Recover your password.
A password will be e-mailed to you.