ଜାତୀୟ କ୍ରୀଡା ଦିବସ ଅବସରରେ ପ୍ରତି ଯୋଗିତା

0

କଲ୍ୟାଣସିଂହପୁରରୁ ପ୍ରଦୀପ ଦଲାଇ: ରାୟଗଡ଼ା ଜିଲ୍ଲାର କଲ୍ୟାଣସିଂହପୁର ବ୍ଲକର ସୁନାଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ ଜଗନ୍ନାଥ ପୁର ଖେଳ ପଡ଼ିଆଠାରେ ଜାତୀୟ କ୍ରୀଡା ଦିବସ ଛାତ୍ରଛାତ୍ରୀଙ୍କୁ ଅନୁଷ୍ଠିତ ହୋଇଥିଲା।ଏଥିରେ ବିଭିନ୍ନ ବର୍ଗର ଖେଳ ପିଲାମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିଲା।ଆସନ୍ତା ଖେଳରତ୍ନ ଧ୍ୟାନଚାନ୍ଦ ଜନ୍ମ ଜୟନ୍ତୀ ଉପଲକ୍ଷେ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯିବ ବୋଲି ପ୍ରଧାନ ଶିକ୍ଷକ ଗଣେଶ ଶବର ପ୍ରକାଶ କରିଛନ୍ତି।ଏହି ସମସ୍ତ ପ୍ରତି ଯୋଗିତାକୁ କ୍ରୀଡା ଶିକ୍ଷକ ଉମେଶ ଚନ୍ଦ୍ର ଦାସ ପରିଚାଳନା କରିଥିବା ବେଳେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।

Leave A Reply

Your email address will not be published.