ବରମୁଣ୍ଡା ଆନ୍ତ ରାଜ୍ୟ ବସ ଟର୍ମିନାଲ ନିର୍ମାଣ ଅଗ୍ରଗତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ସଚିବ

0

ମାର୍ଚ୍ଚ 2023 ସୁଦ୍ଧା କାର୍ଯ୍ୟକ୍ଷମ କରିବାକୁ ନିର୍ଦେଶ.

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥ ବରମୁଣ୍ଡା inter state bus terminal ରାଜ୍ୟର ବ୍ୟସ୍ତ ବସ terminnal. ପ୍ରତିଦିନ ଏଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳ କୁ ଶହ ଶହ ବସ ଚଳା ଚଳ କରିଥାଏ|
ଯାତ୍ରୀଙ୍କ ସୁବିଧା, ନିରାପତ୍ତା ତଥା ଆବଶ୍ୟକତା କୁ ଦୃଷ୍ଟିରେ ରଖି 5T ଉପକ୍ରମରେ ଏହି ବସ terminal ର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ନିର୍ଦେଶ ଅନୁଯାୟୀ କାମ ଚାଲିଚ୍ଛି |

ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦେଶ ରେ ମୁଖ୍ୟମନ୍ତ୍ରୀ ଙ୍କ ସଚିବ ଶ୍ରୀ ଭିକେ ପାଣ୍ଡିଆନ ଆଜି ଅପରାହ୍ନରେ BDA ଉପାଧ୍ୟାକ୍ଷ ଶ୍ରୀ ସଞ୍ଜୟ ସିଂହଙ୍କ ସହ ବରମୁଣ୍ଡା ଯାଇ ISBT ଓ ବସ ଡିପୋ କାମର ଅଗ୍ରଗତି ସମୀକ୍ଷା କରିଥିଲେ . ଆସନ୍ତା ମାର୍ଚ୍ଚ 2023 ସୁଦ୍ଧା ISBT କାମ ଶେଷ କରିବାକୁ ସେ ନିର୍ଦେଶ ଦେଇଥିଲେ | 

ଵସ ଡିପୋ କାମ ସମ୍ପୂର୍ଣ୍ଣ ହୋଇଥିବା ବେଳେ ISBT କାମ ର ଅଗ୍ରଗତି ସନ୍ତୋଷ ଜନକ ରହିଁଛି |  ଯାତ୍ରୀଙ୍କ ସୁବିଧା କୁ ଦୃଷ୍ଟିରେ ରଖି 180 କୋଟି ଟଙ୍କା ବ୍ୟୟ ରେ 11.48 ଏକର ଜମି ଉପରେ ନିର୍ମିତ ISBT ବରମୁଣ୍ଡା ରେ ପାର୍କିଙ୍ଗ ATM, food court,shop restaurant, commercial space ଅତ୍ୟାଧୁନିକ ବ୍ୟବସ୍ଥା କରାଯାଉଛି . ସେଠାରୁ ଶହେ ରୁ ଅଧିକ ଵସ ଚଳାଚଳ ର ବ୍ୟବସ୍ଥା କରାଯାଇଛି

Leave A Reply

Your email address will not be published.