ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ପରିସରରେ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ

0

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଛି। ଏହି ଅବସରରେ ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ପରିସରରେ ମଧ୍ୟରେ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ।
ପରେ କଂଗ୍ରେସ କାର୍ଯ୍ୟାଳୟର ସଭାଗୃହ ଠାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବସନ୍ତ କୁମାର ପଣ୍ଡା , ସୂର୍ଯ୍ୟ ନାରାୟଣ ପାତ୍ର , ସଂଗ୍ରାମ କେଶରୀ ସାହୁ , ବାବୁଲି ସାହୁ , ଇଶ୍ଵର ମାଝୀ , ରାଜା ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.