ଓ.ଏ.ଏସ୍ କୃତକାର୍ଯ୍ୟ ଫାଲଗୁନି କୁମାର ଙ୍କୁ ସମ୍ବର୍ଦ୍ଧନା ପ୍ରଦାନ

0

ଭଞ୍ଜନଗର: ଭଞ୍ଜନଗର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଡିହପଢାଳ ଠାରେ ଓ.ଏ.ଏସ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ପୂର୍ବତନ ଛାତ୍ର ଫାଲଗୁନି କୁମାର ଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଡ଼.ପ୍ରଦୀପ କୁମାର ପଟନାୟକ,ସଂପାଦକ ପଦ୍ମନାଭ ପ୍ରଧାନ ,ପ୍ରଧାନ ଆଚାର୍ଯ୍ୟ ଶିଶିର କୁମାର ମହାପାତ୍ର ତଥା ସମସ୍ତ ଗୁରୁଜୀ ଗୁରୁମା ଶୁଭେଚ୍ଛା ଜଣାଇଛନ୍ତି ।ଫାଲଗୁନି କୁମାର ୨୦୧୧ ମସିହା ରେ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ରୁ ୯୩℅ ଶତକଡା ନମ୍ବର ହାସଲ କରି ୧୦ମ ଶ୍ରେଣୀ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିଲେ ।

Leave A Reply

Your email address will not be published.