ଟ୍ରାକ୍ଟର ଦୁର୍ଘଟଣାଗ୍ରସ୍ତ: ୪ ଆହତ ଅଘଟଣ By SPNEWS On Sep 8, 2018 0 Share ଜି ଉଦୟଗିରି : କନ୍ଧମାଳ କିଲ୍ଲାରେ ଜି ଉଦୟଗିରି ପଣସ ବଙ୍କିଆ ଠାରେ ଏକ ଇଟା ବୋଝେଇ ଟ୍ରାକ୍ଟର ଦୁର୍ଘଟଣା ଗ୍ରସ୍ତ ହୋଇଛି | ଏହି ଦୁର୍ଘଟଣାରେ ୪ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି | ଆହତ ମାନଙ୍କୁ ଚିକିତ୍ସାପାଇଁ ଡାକ୍ତରଖାନାରେ ଭର୍ତି କରାଯାଇଛି | 0 Share FacebookTwitterGoogle+ReddItWhatsAppPinterestEmail