ଭୁବନେଶ୍ୱର (ଶାସକ ପ୍ରଶାସକ): ମହାନ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ | ନେତାଜୀଙ୍କ କଟକ ସ୍ଥିତ ଜନ୍ମସ୍ଥାନ ପରିଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହି ଅବସରରେ ସେ ଜାତୀୟ ପତାକା ଉତ୍ତୋଳନ କରିବା ସହ ନେତାଜୀଙ୍କ ପରାକ୍ରମ ଓ ଅମାପ ଦେଶପ୍ରେମ ବିଷୟରେ ସ୍ମୃତିଚାରଣ କରିଛନ୍ତି।
Sign in
Sign in
Recover your password.
A password will be e-mailed to you.
Prev Post