ପ୍ରଦୀପ ପାଣିଗ୍ରାହୀ ଗଞ୍ଜାମ ଜିଲ୍ଲା ବିଜେଡ଼ି ସଭାପତି

0

 

ବିଜେପୁର ଭୋଟକୁ ଆଖିରେ ରଖି ଗାଇସିଲେଟ ବ୍ଲକ ପୁରବର୍ତନ ସଭାପତିଙ୍କ ଉପରୁ ହଟିଲା ନିଲମ୍ବନ ଆଦେଶ

ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଦଳର ଗଞ୍ଜାମ ଜିଲ୍ଲା ସଭାପତି ଭାବେ ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀଙ୍କୁ ନିଯୁକ୍ତି ଦିଆଯାଇଛି । ପୂର୍ବରୁ ଜିଲ୍ଲା ସଭାପତି ଭାବେ ଦେବରାଜ ମହାନ୍ତି ଦାୟିତ୍ୱ ତୁଲାଉଥିଲେ । ସେହିପରି ବରଗଡ ଜିଲ୍ଲା ଗାଇସିଲେଟ ବ୍ଲକର ପୂର୍ବତନ ସଭାପତି ମନୋଜ କୁମାର ପଣ୍ଡାଙ୍କ ଉପରେ ଲାଗିଥିବା ନିଲମ୍ବନ ଆଦେଶକୁ ମଧ୍ୟ ପ୍ରତ୍ୟାହାର କରାଯାଇଛି ବୋଲି ବୋଲି ଦଳର ରାଜ୍ୟ ସମ୍ପାଦକ ବିଜୟ ନାୟକ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.