ଭୁବନେଶ୍ୱର : ଚଳିତବର୍ଷର ପଦ୍ମ ପୁରସ୍କାର ଘୋଷଣା ହୋଇଛି । ସମୁଦାୟ ୧୦୬ ଜଣଙ୍କୁ ପଦ୍ମ ପୁରସ୍କାର ମିଳିବାକୁ ଥିବା ବେଳେ ବିଭିନ୍ନ କ୍ଷେତ୍ର ପାଇଁ ୬ ଜଣଙ୍କୁ ପଦ୍ମ ବିଭୂଷଣ, ୯ ଜଣଙ୍କୁ ପଦ୍ମ ଭୂଷଣ ଏବଂ ୯୧ ଜଣ ପାଇବେ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯିବ | ପଦ୍ମଶ୍ରୀ ତାଲିକାରେ ଓଡ଼ିଶାରୁ ୪ ଜଣ ସ୍ଥାନ ପାଇଛନ୍ତି । ସେମାନେ ହେଲେ କଳା କ୍ଷେତ୍ରରେ ମାଗୁଣି ଚରଣ କୁଅଁର, ସାହିତ୍ୟ ଓ ଶିକ୍ଷା ପାଇଁ ଅନ୍ତର୍ଯ୍ୟାମୀ ମିଶ୍ର, ବିଶିଷ୍ଟ କଣ୍ଠଶିଳ୍ପୀ କ୍ରିଷ୍ଣା ପଟେଲ ଏବଂ କୃଷି ପାଇଁ ପତାୟତ ସାହୁ ।
Sign in
Sign in
Recover your password.
A password will be e-mailed to you.
Prev Post