ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଗୀତା ସୁଗୀତା କର୍ତ୍ତବ୍ୟା ପ୍ରଜ୍ଞାନ ମିଶନ ଆନୁକୂଲ୍ୟରେ ଦ୍ଵିତୀୟ ରାଜ୍ୟସ୍ତରୀୟ ଗୀତା ଜ୍ଞାନ ପରୀକ୍ଷା ଶ୍ରୀ ସତ୍ୟସାଇ ବିଦ୍ୟା ବିହାର ଠାରେ ଅନୁଷ୍ଠିତ ହୋଇଯାଇଛି।
ଏଥିରେ ଗଜପତି ଜିଲ୍ଲାର ବିଭିନ୍ନ ବିଭାଗରେ ଭାଗ ନେଇ ଥିବା ଛାତ୍ରଛାତ୍ରୀ ମାନେ ପରୀକ୍ଷାରେ ଭାଗନେଇଥିଲେ। ସମସ୍ତ କାର୍ଯ୍ୟକ୍ରମକୁ ସଂଯୋଜକ ଗୁରୁ ଚରଣ ଶବର ପରିଚାଳନା କରିଥିବାବେଳେ ଗଜପତି ଗୀତାଜ୍ଞାନ ପ୍ରଚାର ପ୍ରସାର ସମିତିର କର୍ମକର୍ତ୍ତା ବୃନ୍ଦ ସହଯୋଗ କରିଥିଲେ।
Sign in
Sign in
Recover your password.
A password will be e-mailed to you.
Prev Post
Next Post