ନବରଙ୍ଗପୁର ଜିଲ୍ଲା ସଂଯୋଜକ ଭାବେ  ପ୍ରମୋଦ କୁମାର ପାଢ଼ୀଙ୍କୁ ନିଯୁକ୍ତି 

0

ଭୁବନେଶ୍ୱର – ଆଜି ବିଜୁ ଜନତା ଦଳ ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ନବରଙ୍ଗପୁର ଜିଲ୍ଲା ସଂଯୋଜକ ଭାବେ ଶ୍ରୀ ପ୍ରମୋଦ କୁମାର ପାଢ଼ୀଙ୍କୁ ନିଯୁକ୍ତି ଦେଇଛନ୍ତି । ଶ୍ରୀ ପାଢ଼ୀ ବିଜୁ ଜନତା ଦଳର ନବରଙ୍ଗପୁର ଜିଲ୍ଲା ସଭାପତିଙ୍କ ସହ ମିଶି କାର୍ଯ୍ୟ କରିବାକୁ ସଭାପତି ଶ୍ରୀ ପଟ୍ଟନାୟକ ନିର୍ଦ୍ଦେଶକ  ଦେଇଛନ୍ତି ବୋଲି ଦଳର ରାଜ୍ୟ ସଂପାଦକ ଶ୍ରୀ ବିଜୟ ନାୟକ ଏକ ପ୍ରେସ୍‍ ଇସ୍ତାହାରରେ ଜଣାଇଛନ୍ତି ।

Leave A Reply

Your email address will not be published.