୨୦୬୪ ପୂର୍ଣ୍ଣ ଅନୁଦାନପ୍ରାପ୍ତ ଶିକ୍ଷକ ନିଯୁକ୍ତି ନିମନ୍ତେ ଉଚ୍ଚସ୍ତରୀୟ ବୈଠକ

0 2

ଭୁବନେଶ୍ୱର, ୨୦/୦୩/୨୦୨୩: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ଅଶ୍ୱଥୀ ଏସ୍.ଙ୍କ ଅଧ୍ୟକ୍ଷତାରେ ପୂର୍ଣ୍ଣ ଅନୁଦାନପ୍ରାପ୍ତ ୬୯୧ଟି ଉଚ୍ଚ ବିଦ୍ୟାଳୟମାନଙ୍କରେ ଖାଲିଥିବା ୨୦୬୪ ଜଣ ଶିକ୍ଷକଙ୍କୁ ନିଯୁକ୍ତି ନିମନ୍ତେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛିା
ଏହି ବୈଠକରେ ରାଜ୍ୟ ପ୍ରବରଣ ଆୟୋଗ (ଗଗଇ)ର ଅଧ୍ୟକ୍ଷ ପ୍ରଫେସର ଦକ୍ଷପ୍ରସାଦ ନନ୍ଦ ଏବଂ ସଂପାଦକ ମଧୁସୂଦନ ମିଶ୍ର ବିଭାଗୀୟ ଅତିରିକ୍ତ ଶାସନ ସଚିବ ଶ୍ରୀ ଅଶ୍ୱିନୀ କୁମାର ମିଶ୍ର, ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀମତୀ ଶୁଭଶ୍ରୀ ନନ୍ଦ, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଶ୍ରୀ ରଘୁରାମ ଆର୍. ଆୟାର, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ସୁଶାନ୍ତ ଦାଶ, ଉପନିର୍ଦ୍ଦେଶକ ଡ. ଭାଗୀରଥି କାଣ୍ଡିଙ୍କ ସମେତ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀବୃନ୍ଦ ଉପସ୍ଥିତ ଥିଲୋ
ଏହି ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ରାଜ୍ୟ ପ୍ରବରଣ ଆୟୋଗ ତରଫରୁ ଖୁବ୍ଶୀଘ୍ର ବିଜ୍ଞାପନ ପ୍ରକାଶ ପାଇବା

 

Leave A Reply

Your email address will not be published.