ମନମୋହନ ସାମଲ ରାଜ୍ୟ ବିଜେପି ସଭାପତି ନିଯୁକ୍ତ

0

ଭୁବନେଶ୍ୱର : ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ଯକ୍ଷ ଶ୍ରୀ ଜେ ପି ନଡ୍ଡାଙ୍କ ନିର୍ଦ୍ଦେଶ କ୍ରମେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା, ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କୁ ରାଜ୍ୟ ବିଜେପି ସଭାପତି ଭାବେ ନିଯୁକ୍ତ କରାଯାଇଛି। ଆଜି ଏକ ପ୍ରେସ ବିଜ୍ଞପ୍ତିରେ ଏ ସୂଚନା ଦେଇଛନ୍ତି ଦଳର ରାଷ୍ଟ୍ରୀୟ ମହାସଚିବ ତଥା ମୁଖ୍ୟାଳୟ ପ୍ରଭାରୀ ଶ୍ରୀ ଅରୁଣ ସିଂ |

Leave A Reply

Your email address will not be published.