ଅରୁଣ ସାହୁଙ୍କୁ ଦେବଗଡ ଜିଲ୍ଲା ଦାୟିତ୍ୱ On Apr 13, 2023 7 Share ଭୁବନେଶ୍ୱର, : ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ଅରୁଣ କୁମାର ସାହୁଙ୍କୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ଦେବଗଡ ଜିଲ୍ଲା ବିଜେପି ସଭାପତି ଭାବେ ଦାୟୀତ୍ୱ ପ୍ରଦାନ କରାଗଲା ବୋଲି ଏକ ପ୍ରେସ ଇସ୍ତାହାର ଜରିଆରେ କୁହାଯାଇଛି । 7 Share FacebookTwitterGoogle+ReddItWhatsAppPinterestEmail